ଆଖି ବୁଜିଲେ ୭ କରୋନା ରୋଗୀ

ଭୁବନେଶ୍ୱର:  ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୭ କରୋନା ରୋଗୀ। ଏ ନେଇ ସୂଚନା ଦେଲେ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ।  ବିଭାଗ। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୪୮ ଛୁଇଁଛି।

ସମ୍ବଲପୁରରୁ ସର୍ବାଧିକ ୩ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ବରଗଡରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏହା ବ୍ୟତିତ ଭଦ୍ରକ ଓ ଭୁବନେଶ୍ୱରରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like