୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୧  କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୩୧ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସୁନ୍ଦରଗଡରୁ ଆଜି ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱରରୁ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି କେନ୍ଦୁଝର, ଦେଓଗଡ଼, ନୂଆପଡ଼ା, କଟକ, କେନ୍ଦ୍ରାପଡା, ଅନଗୁଳ, ମାଲକାନଗିରିରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଥାଉ କି, ଗତ କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଆଜି ପୁଣି ବୃଦ୍ଧି ପାଇଥିବା ଲକ୍ଷ୍ୟ କରାଯାଇଛି। ଆଜି ୧, ୭୦୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

 

 

You might also like