Corona Deaths in Odisha: ୫୦୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ  ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୦୩ ହୋଇଛି।

ଖୋର୍ଦ୍ଧା, ମୟୂରଭଞ୍ଜ ଓ ପୁରୀରୁ ୨ଜଣ ଲେଖାଏ, କଟକ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

You might also like