ପୌର ପରିଷଦ ଅଫିସ୍‌ରେ ପଶିଲା କରୋନା

ଭୁବନେଶ୍ୱର:ରାଜ୍ୟରେ କାୟା ବିସ୍ତାର କରୁଛି କରୋନା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ତେବେ ସବୁଠାରୁ ବେଶି ଚିନ୍ତା ବଢାଇଛି ଲୋକାଲ କେଶ୍‌।  ଏପରି ପରିସ୍ଥିତିରେ ଖୋର୍ଦ୍ଧା ପୌର ପରିଷଦ ଅଫିସ୍‌ରେ ପଶିଛି କରୋନା ।

ଖୋର୍ଦ୍ଧା ପୌର ପରିଷଦ ଅଫିସ୍‌ରେ କାର୍ଯ୍ୟରତ ଜଣେ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ସୂଚନା ଦେଇଛନ୍ତି । କର୍ମଚାରୀଙ୍କ ପୁଅ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ସେ କହିଛନ୍ତି । ଫଳରେ ଆଜି ପୌର ପରିଷଦ ଅଫିସ୍ ବନ୍ଦ ରହିବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଅଫିସ୍‌ର ସମସ୍ତ କର୍ମଚାରୀଙ୍କ ସ୍ୱାବ୍ ସାମ୍ପଲ୍ ସଂଗ୍ରହ କରି ପରୀକ୍ଷା କରାଯିବ । ଏବେ କଣ୍ଟାକ୍ଟ ସର୍ଭେଲାନ୍ସ ହେବ ଓ ସମସ୍ତଙ୍କୁ ହୋମ୍ କ୍ୱାରେଣ୍ଟିନ୍‌ରେ ରଖାଯିବ । ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେବ ବୋଲି ଜିଲ୍ଲାପାଳ କହିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like