• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧, ୭୦୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨୧  ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହପରି କଟକରୁ ୧୧୫, ମୟୂରଭଞ୍ଜରୁ  ୧୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧, ୭୦୯  ଆକ୍ରାନ୍ତଙ୍କ ମଧ୍ୟରୁ ୯୮୫  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୨୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ୨୭୫୭୪୯ ଜଣ ସୁସ୍ଥ ହୋଇ ଫେରିଥିବାବେଳେ ଆକ୍ଟିଭ କେଶ ଅଛି ୧୪, ୬୯୨

ଆଜି ରାଜ୍ୟରେ ୧୧  କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୩୧ ରେ ପହଞ୍ଚିଛି।

 

 

Corona-positive-in-odisha-today-1st-november
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories