• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର:ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୪୪  କରୋନା ରୋଗୀ। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୩୬୯  ଥିବାବେଳେ ଲୋକାଲ କେସ  ୨୭୫ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ।

ଆଜି କଟକରୁ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କଟକରୁ ୬୪  କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ତା ପଛକୁ ରହିଛି ସୁନ୍ଦରଗଡ । ଏଠାରୁ ଚିହ୍ନଟ ହୋଇଛନ୍ତ ୬୨ କରୋନା ରୋଗୀ। ସେହିପରି ଅନଗୁଳରୁ ୫୦,  ଖୋର୍ଦ୍ଧାରୁ ଆଜି ୪୯ ଓ କେନ୍ଦୁଝରରୁ ୪୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଅନ୍ୟ ଜିଲ୍ଲା ମାନଙ୍କରେ ଚିହ୍ନଟ ରୋଗୀ ସଂଖ୍ୟା ୪୦ ତଳେ ରହିଛି।

ଏହାକୁ ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୩,୧୬,୬୪୫ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆକ୍ଟିଭ କେସ ରହିଛି ୬,୭୮୬ଓ ୩,୦୮,୧୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି।

 

Corona-positive-odisha-updates-today-26th-nov
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories