• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର:  ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ଚିହ୍ନଟ ହେଲେ ୩, ୩୮୪ କରୋନା ରୋଗୀ।  କ୍ୱାରେଣ୍ଟିନ ସେଣ୍ଟରରୁ ୨, ୧୨୮ ଓ ଲୋକାଲ କେସ୍‌ ୧, ୨୫୬ ବୋଲି ସୂଚନା ଦେଲେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଖୋର୍ଦ୍ଧାରେ ଦିନକୁ ଦିନ ବଢିବାରେ ଲାଗିଛି। ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ ୫୮୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ତା ପଛକୁ ଅଛି କଟକ। କଟକରେ ଚିହ୍ନଟ ହୋଇଛନ୍ତି ୪୯୨। ହେଲେ ଗଞ୍ଜାମରେ ଚିହ୍ନଟ ହୋଇଛନ୍ତି ୧୭୭ କରୋନା ପଜିଟିଭ।

ଏହାକି ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୯୦,୯୮୬କୁ ବୃଦ୍ଧି ପାଇଥିବାବେଳେ ରୋଗମୁକ୍ତ ହୋଇଛନ୍ତି ୬୨, ୮୧୩। ରାଜ୍ୟରେ ବର୍ତ୍ତମାନ ଆକ୍ଟିଭ କେସ ଅଛି ୨୭, ୬୭୨।

 

 

 

Corona-positive-updates-today-august-27th
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories