କରୋନା ନମୂନା ପରୀକ୍ଷା: ଗୋଟିଏ ଦିନରେ ୨,୨୦୯

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଆରମ୍ଭ ହୋଇଛି। ଏଥିପାଇଁ ଅଧିକରୁ ଅଧିକ ନମୂନା ପରୀକ୍ଷା ଉପରେ ଗୁରୁତ୍ୱ ଦିଆଯାଉଛି। ଗତକାଲି   ରାଜ୍ୟରେ ସର୍ବାଧିକ ସାମ୍ପଲ ପରୀକ୍ଷା କରାଯାଇଛି ।

ଗତକାଲି ଗୋଟିଏ ଦିନରେ ୨,୨୦୯ଟି ସାମ୍ପଲ ପରୀକ୍ଷା ହୋଇଛି । ଏଥିସହିତ ଗତକାଲି ସୁଦ୍ଧା ରାଜ୍ୟରେ ସମୁଦୟ ୧୫,୯୮୪ ନମୁନା ପରୀକ୍ଷା ହୋଇଛି। ତେବେ ଗତ ୨୧ ତାରିଖ ସୁଦ୍ଧା ୧୩ ହଜାର ୭୭୫ ଟି ନମୁନା ପରୀକ୍ଷା ହୋଇଥିଲା। ଗତକାଲି ରାଜ୍ୟରେ ୪ଟି ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩ରେ ପହଞ୍ଚିଥିବା ବେଳେ ୫୦ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଆଜି ସୁଦ୍ଧା ୩୨ ଜଣ ସୁସ୍ଥ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

You might also like