ଭୁବନେଶ୍ୱରର ଏହି ସବୁ ହସ୍‌ପିଟାଲରେ ଆଜିଠୁ ହେବ କରୋନା ଟେଷ୍ଟ

ଭୁବନେଶ୍ୱର:  ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ଟେଷ୍ଟକୁ ଆହୁରି ଜୋରଦାର କରାଯିବ । ବିଏମ୍‌ସି ପକ୍ଷରୁ କୋଭିଡ୍ ଟେଷ୍ଟ ବ୍ୟବସ୍ଥାକୁ ଅଧିକ ସମ୍ପ୍ରସାରିତ କରାଯିବା ନେଇ ଯୋଜନା ରଖାଯାଇଛି।

ଏନେଇ ଆଜିଠୁ ଭୁବନେଶ୍ୱରର ୯ଟି ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ରରେ କରୋନା ଟେଷ୍ଟ କରିବା ନେଇ ସୂଚନା ଦେଇଛି ବିଏମ୍‌ସି। ଆଜିଠୁ ସହରର ୯ଟି ସହରାଞ୍ଚଳ ହସ୍‌ପିଟାଲରେ ଲୋକେ ଆସି କରୋନା ଟେଷ୍ଟ କରାଇପାରିବେ।

ଏହି ସେଣ୍ଟର ଗୁଡ଼ିକ ହେଉଛି ନିଳାଦ୍ରୀ ବିହାର, ୟୁନିଟ୍-୩, ପୋଖରୀପୁଟ୍, ୟୁନିଟ୍-୮, ୟୁନିଟ୍-୯, ସହିଦ ନଗର, ପଟିଆ, ଡୁମୁଡୁମା ଏବଂ ୟୁନିଟ୍-୪ UPHCରେ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ ହେବ । ସକାଳ ୮ଟାରୁ ଅପରାହ୍ନ ୨ଟା ଯାଏ ଲୋକେ ଆସି ଟେଷ୍ଟ କରାଇପାରିବେ।

ଆହୁରି ପଢ଼ନ୍ତୁ

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

You might also like