୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ନମୂନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଖାଲି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁନି, କୋଭିଡ୍ ମୁକାବିଲା ବ୍ୟବସ୍ଥା ବି ସୁଦୃଢ଼ ହେବାରେ ଲାଗିଛି । ଦିନକୁ ଦିନ ବଢ଼ିବାରେ ଲାଗିଛି ରାଜ୍ୟର କୋଭିଡ୍ ଟେଷ୍ଟ କ୍ଷମତା।  ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ନମୂନା ପରୀକ୍ଷା ହୋଇଛି।

ଗତକାଲି ସର୍ବାଧିକ ୨ ହଜାର ୪୭୪ଟି ନମୂନା ପରୀକ୍ଷା ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ସ୍ଥିତ RMRCରେ ୧ହଜାର ୨୪୧, ଏମ୍ସରେ ୧୧୫, କଟକ SCBରେ ୫୪୮, ବ୍ରହ୍ମପୁର MKCGରେ ୪୫, ବୁର୍ଲା ଭୀମସାରରେ ୬୬, ଭୁବନେଶ୍ୱରସ୍ଥିତ ILSରେ ୩୭୭, ରାଉରକେଲା IGHରେ ୬୩ ଓ ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍ପିଟାଲରେ ୧୯ଟି ନମୁନା ପରୀକ୍ଷା ହୋଇଛି।

ସୂଚନା ଥାଉ କି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୩ଜଣ ଆରୋଗ୍ୟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ୫୬ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି ।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like