• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୨୩ ଜିଲ୍ଲାରୁ ୬୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୪୩୧ କ୍ୱାରେଣ୍ଟିନ ସେଣ୍ଟର ହୋଇଥିବାବେଳେ ୨୧୬ ଲୋକାଲ କେସ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ୭୫୭ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧୨, ୯୦୯ ଜଣ ସୁସ୍ଥ ହୋଇଥିବାବେଳେ ୫୭୧୫ ଜଣ ସୁସ୍ଥ ହୋଇ ଫରିଥିବା ଜଣାଯାଇଛି।

ଆଜି ଚିହ୍ନଟ ୬୪୭ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବଧିକ ୨୨୫ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ କଟକରେ ୮୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୬୮ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

 

 

 

Corona-updates-odisha-2
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories