୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୪, ୩୫୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪, ୩୫୬ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୨୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୮୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ଟିଭ କେସ ୩୯, ୧୮୪ ଅଛନ୍ତି।

ତେବେ ଖୋର୍ଦ୍ଧାର ପଜେଟିଭ ସଂଖ୍ୟା ଆଜି ରେକର୍ଡ ଭାଙ୍ଗିଲା। ଏଠାରୁ  ସର୍ବାଧିକ ୯୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

 

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like