ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ଚିହ୍ନଟ ହେଲେ ୨, ୬୧୭ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ୩୦ ଜିଲ୍ଲାରୁ ଆଜି ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨,୬୧୭ କରୋନା ଆକ୍ରାନ୍ତ। କ୍ୱାରେଣ୍ଟିନ ସେଣ୍ଟରରୁ ୧,୫୨୧ ଓ ଲୋକାଲ କେସ୍ ‌୧,୦୯୬ ଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ କହିଛି  ।

ଖୋର୍ଦ୍ଧାରୁ ସର୍ବାଧିକ ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ଚିହ୍ନଟ ହୋଇଛନ୍ତି  ୧୩୬।

ଆଜିର ନୂଆ ଆକ୍ରାନ୍ତଙ୍କ ମିଶାଇ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ୨, ୩୫, ୩୩୦କୁ ଛୁଇଁଛି। ୨,୦୨,୩୦୨ କରୋନାରୁ ସୁସ୍ଥ ହୋଇଥିବାବେଳେ ବର୍ତ୍ତମାନ ଆକ୍ଟିଭ କେସ ରହିଛି ୩୨, ୦୫୧।

ଆହୁରି ପଢ଼ନ୍ତୁ

ଡିନାମାଇଟ୍‌ ଦେଇ ନଦୀବନ୍ଧ ଉଡାଇବା ଅଭିଯୋଗ; ବିଧାୟକଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କଲେ ଲୋକାୟୁକ୍ତ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

You might also like