ଖୋର୍ଦ୍ଧାରେ କମୁଛି କରୋନା ପ୍ରଭାବ, ଚିହ୍ନଟ ହେଲେ ୩୬୪ ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨, ୨୭୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୧,୩୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି ୯୫୭ ।

ଖୋର୍ଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର କମୁଥିବା ଦେଖିବାକୁ ମିଳିଛି। ତେବେ ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏହି ଜିଲ୍ଲାରୁ। ଖୋର୍ଦ୍ଧାରୁ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା  ୩୬୪ ରହିଛି । ଏ ନେଇ  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୬, ୯୩୭ରେ ପହଞ୍ଚିଛି।

ଆହୁରି ପଢନ୍ତୁ:- ଆଖି ବୁଜିଲେ ୧୭ କରୋନା ରୋଗୀ

ଆହୁରି ପଢ଼ନ୍ତୁ

ପରୀ ହତ୍ୟା ପ୍ରସଙ୍ଗରେ ସମ୍ବିତଙ୍କ ପ୍ରଶ୍ନ; ଓଡ଼ିଶାର ୯ ଜଣ କଂଗ୍ରେସ ବିଧାୟକ କାହିଁକି ଚୁପ୍ ?

ପରୀ ପ୍ରସଙ୍ଗରେ ଗୃହରେ କାହିଁକି ଚୁପ୍ ରହିଲା କଂଗ୍ରେସ ? କାରଣ କହିଲେ ସାଲୁଜା

କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ରାଜ୍ୟରେ ୫୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

You might also like