ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ୩, ୧୪୪

ଭୁବନେଶ୍ୱର:  ଗତ ୨୪ ଘଣ୍ଟାରେ ରାଜ୍ୟର ୩୦ ଜିଲ୍ଲାରୁ ଚିହ୍ନଟ ହେଲେ ୩, ୧୪୪ କରୋନା ରୋଗୀ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ୧, ୮୨୫ ଓ ଲୋକାଲ କେସ ରହିଛି ୧, ୩୧୯। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨, ୪୪,୧୪୨।

ଖୋର୍ଦ୍ଧାରୁ ସର୍ବାଧିକ ୫୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ, ଭଦ୍ରକ, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡା, ସମ୍ବଲପୁର, ସୁନ୍ଦରଗଡରେ ଶହେରୁ ଅଧିକ ଲେଖାଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like