୧୧ ଜିଲ୍ଲାରୁ ଆଜି ଚିହ୍ନଟ ହୋଇ ନାହାନ୍ତି ନୂଆ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ  ରାଜ୍ୟରେ ୧୧୩ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରର ହୋଇଥିବାବେଳେ  ୪୬ ଜଣ ଲୋକାଲ୍ କେସ୍‌। ଏ ନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି।

You might also like