ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୪ କରୋନା ରୋଗୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ ସେଣ୍ଟରରୁ ୨୦ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ଲୋକାଲ କେସ୍ ଅଛନ୍ତି।

ଲୋକାଲ କଣ୍ଟାରେ ଗୋଟିଏ ଘରୋଇ ହସ୍ପିଟାଲର ୩ ମହିଳା ଆକ୍ରାନ୍ତ ହୋଇଥିବାବେଳେ ଖଣ୍ଡଗିରି ଅଞ୍ଚଳର ଜଣେ ମହିଳା ମଧ୍ୟ ଅଛନ୍ତି।

ଏଥିସହିତ ଏୟାରପୋର୍ଟ କଲୋନୀ, କୋଳଥିଆ PPL କଲୋନୀରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି।

You might also like