କରୋନା ପାଇଁ ସାଇକେଲ୍‌ରେ ବୁଲି ଲୋକଙ୍କୁ ସଚେତନ କଲେ ଜିଲ୍ଲାପାଳ

ଗଞ୍ଜାମ: କରୋନା ମୁକାବିଲା ପାଇଁ ଲକ୍‌ଡାଉନ୍ ପିରିୟଡ଼ ଚାଲିଥିବା ବେଳେ ଗଞ୍ଜାମ ଜିଲ୍ଲାପାଳଙ୍କ ଅଭିନବ ସଚେତନତା ସାଇକେଲ୍‌ରେ ବୁଲି ବୁଲି ଲୋକଙ୍କୁ ଘରୁ ବାହାରକୁ ନବାହାରିବାକୁ ନିବେଦନ କରୁଛନ୍ତି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ। ଲୋକଙ୍କୁ ସଚେତନ କରିବାର ଦିଲ୍ଲାପାଳଙ୍କ ଏଭଳି ଉଦ୍ୟମକୁ ସମସ୍ତେ ପ୍ରଶଂସା ମଧ୍ୟ କରୁଛନ୍ତି।

ତେବେ ଲୋକଙ୍କୁ ସଚେଚନ କରିବା ସହିତ ଗଞ୍ଜାମ ଜିଲ୍ଲାର ଛତ୍ରପୁରରେ ଲୋକେ କେତେ ସଚେତନ ଅଛନ୍ତି, ତାର ତଦାରଖ ମଧ୍ୟ କରିଛନ୍ତି। ରାସ୍ତାରେ ଯେଉଁ ଲୋକଙ୍କୁ ବାହାରେ ବୁଲୁଥିବା ଦେଖୁଛନ୍ତି ସେମାନଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି।

You might also like