ଅନୁଭବଙ୍କୁ ମିଳିଲା କୋର୍ଟରୁ ନୋଟିସ୍‌

କଟକ: ପାରିବାରିକ ହିଂସା ମାମଲାରେ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ କୋର୍ଟ ନୋଟିସ୍  କରିଛନ୍ତି। କଟକ SDJM କୋର୍ଟରେ ପାରିବାରିକ ହିଂସା ନେଇ ଅନୁଭବଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ  ମାମଲା ରୁଜୁ କରିଥିଲେ।

ଆସନ୍ତା ମାସ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ। ସେପଟେ ପୂର୍ବରୁ ଦିଲ୍ଲୀ ପଟିଆଲା କୋର୍ଟରେ ଛାଡ଼ପତ୍ର ମାମଲା କରିଛନ୍ତି ସାଂସଦ ଅନୁଭବ।  ଏହି ମାମଲାରେ ହାଜର ହେବା ପାଇଁ ବର୍ଷାଙ୍କୁ ଦିଲ୍ଲୀ ଫ୍ୟାମିଲି କୋର୍ଟ ମଧ୍ୟ ସମନ ଜାରି କରିଛନ୍ତି।

 

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like