ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ଚିନ୍ତାରେ ସରକାର

ବାଲେଶ୍ୱର: ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ସମୀକ୍ଷା କରିଛନ୍ତି ଡିଜିପି ଅଭୟ ଓ କେନ୍ଦ୍ରାଞ୍ଚଳ RDC ଅନୀଲ ସାମଲ।

କଣ୍ଟେନମେଣ୍ଟ ଜୋନ୍ ସମ୍ପର୍କରେ ତଦାରଖ କରିବା ସହ କଣ୍ଟାକ୍ଟ ଟ୍ରେସିଂ କିଭଳି ହେଉଛି ସେ ନେଇ ଆଲୋଚନା ହୋଇଛି।

ଗତ ୨ ମାସ ଭିତରେ ଶତାଧିକ ଲୋକ ଆସିଛନ୍ତି। ସୀମା ଡେଇଁ ପଡ଼ୋଶୀ ରାଜ୍ୟରେ କାମ କରୁଥିବା ରାଜ୍ୟର ଅନେକ ଲୋକ ରାଜ୍ୟ ଭିତରେ ପ୍ରବେଶ କରିଛନ୍ତି। ଲକ୍‌ଡାଉନ୍ ପରେ ମଧ୍ୟ କିଛି ଲୋକ ପଶି ଆସିଥିବା ଜଣାପଡ଼ିଛି।

ସରପଞ୍ଚ ଏବଂ ଜିପିଇଓମାନଙ୍କ ଦ୍ୱାରା ଡାଟା ପ୍ରସ୍ତୁତ କରାଯାଇଛି।   ୧୪ ଦିନ ଭିତରେ ଆସିଥିବା ଲୋକଙ୍କୁ କ୍ୱାରେଣ୍ଟାଇନ ରହିବା ବାଧ୍ୟତାମୂଳକ କରାଯାଇଛି ବୋଲି କେନ୍ଦ୍ରାଞ୍ଚଳ ଆରଡିସି କହିଛନ୍ତି। ଜିଲ୍ଲାପାଳ, SP ଓ  ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଏହି ବୈଠକରେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

You might also like