କରୋନା ପାଇଁ ଦୁର୍ବଳ ହୋଇଥିବା ଶିଳ୍ପ ସଂସ୍ଥାକୁ ମଜଭୁତ୍‌ କରିବାକୁ ଅଣ୍ଟା ଭିଡ଼ିଲେ ସରକାର

ଭୁବନେଶ୍ୱର: କରୋନା ମାଡ଼ରେ ଦୁର୍ବଳ ହୋଇଥିବା ଶିଳ୍ପକୁ ଟ୍ରାକ୍‌କୁ ଫେରାଇ ଆଣିବାକୁ ସରକାରଙ୍କ ଉଦ୍ୟମ ଜାରି ରହିଛି। ଖୁବ୍‌ଶୀଘ୍ର ଶିଳ୍ପ କ୍ଷେତ୍ର ପାଇଁ ପ୍ୟାକେଜ ଘୋଷଣା କରିପାରନ୍ତି ରାଜ୍ୟ ସରକାର। ଏନେଇ ଆନ୍ତଃମନ୍ତ୍ରିସ୍ତରୀୟ ବୈଠକରେ ପ୍ରାଥମିକ ଭାବେ ଆଲୋଚନା ହୋଇଛି।  ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ସଂସ୍ଥାମାନଙ୍କର କଣ ସମସ୍ୟା ରହିଛି ଏବଂ କଣ ଆବଶ୍ୟକତା ରହିଛି ସେନେଇ ରାଜ୍ୟ ସରକାରଙ୍କୁ ଜଣାଇବାକୁ ସମସ୍ତ ଶିଳ୍ପ ସଂଘକୁ କୁହାଯାଇଛି।

ଆସନ୍ତା ସପ୍ତାହ ମଧ୍ୟରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ଏସମ୍ପର୍କରେ ନିଷ୍ପତ୍ତି ନିଆଯିବ। ଆଜିର ବୈଠକରେ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

You might also like