କଣ୍ଟେନମେଣ୍ଟ ଜୋନ୍‌ରେ ଚଢ଼ା ଦରରେ ସାମଗ୍ରୀ ବିକ୍ରି ନେଇ ହୋହଲ୍ଲା

କଣ୍ଟେନମେଣ୍ଟ ଜୋନ୍‌କୁ ନେଇ ଭୁବନେଶ୍ୱର ଡୁମୁଡୁମା ସୁବାସ ନଗର ବସ୍ତିରେ ଅସନ୍ତୋଷ ଦେଖାଦେଇଛି। ଅନ୍ୟପଟେ ନୟାଗଡ଼ରେ ଦୋକନାପତର ଖୋଲିବା ସମୟ ବଦଳିଲା।

ଭୁବନେଶ୍ୱରୟ/ ନୟାଗଡ଼: କଣ୍ଟେନମେଣ୍ଟ ଜୋନ୍‌କୁ ନେଇ ଭୁବନେଶ୍ୱର ଡୁମୁଡୁମା ସୁବାସ ନଗର ବସ୍ତିରେ ଅସନ୍ତୋଷ ଦେଖାଦେଇଛି। କଣ୍ଟେନମେଣ୍ଟ ଜୋନ୍ ଭିତରେ ମିଳୁଥିବା ସାମଗ୍ରୀ ଦର ଅତ୍ୟଧିକ ରହୁଥିବା ଲୋକେ ଅଭିଯୋଗ କରିଛନ୍ତି।

ଶ୍ରମିକ ଶ୍ରେଣୀ ଲୋକ ଏତେ ଦର ଦେଇ ସାମଗ୍ରୀ କିଣିବାକୁ ଅସମର୍ଥ ବୋଲି ସେମାନେ କହିଛନ୍ତି। ସାମଗ୍ରୀ ଦର ଅଧିକ ଥିବାକୁ ଏହାର ପ୍ରତିବାଦରେ ଲୋକେ ହନୁମାନ ମନ୍ଦିର ନିକଟରେ ଏକାଠି ହୋଇ ହୋହଲ୍ଲା କରିଥିଲେ ଲୋକେ। ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଛି।

ଅନ୍ୟପଟେ ନୟାଗଡ଼ରେ ଲକ୍ ଡାଉନ୍ ବେଳେ ଦୋକାନ ଖୋଲିବା ସମୟକୁ ବଦଳାଇଛନ୍ତି ଜିଲ୍ଲା ପ୍ରଶାସନ। ଏଣିକି ସକାଳ ୬ଟାରୁ ଦିନ ୧ଟା ଯାଏଁ ଖୋଲା ରହିବ ଦୋକାନ, ଦିନ ୧ଟା ପରେ କେବଳ ପେଟ୍ରୋଲ୍ ପମ୍ପ, ମେଡିସିନ୍ ଦୋକାନ ଖୋଲା ରହିବ। ଏହି ନୂଆ ନିୟମ ନେଇ ସୂଚନା ଦେଲେ ନୟାଗଡ଼ ଜିଲ୍ଲାପାଳ ପୋମା ଟୁଡୁ।

ଆହୁରି ପଢ଼ନ୍ତୁ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

You might also like