• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

କେନ୍ଦ୍ରାପଡ଼ା: ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନାରୁ ଅଶାନ୍ତ ହୋଇପଡ଼ିଥିବା କେନ୍ଦ୍ରାପଡ଼ାରେ ଜିଲ୍ଲା ପ୍ରଶାସନ କର୍ଫ୍ୟୁ ଜାରି କରିଛି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ଜିଲ୍ଲାରେ କାଲି ସକାଳ ୮ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରାଯାଇଛି। ଏହି ସୂଚନା ଦେଇଛନ୍ତି କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ ସଂଜୟ କୁମାର ମିଶ୍ର।

ପ୍ରକାଶ ଥାଉକି, ଗତକାଲି ସ୍ଥାନୀୟ ସରକାରୀ ହାଇସ୍କୁଲ ପଡ଼ିଆରେ ଏକ ସଭାର ଆୟୋଜନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପରେ ଏହା ସଂଘର୍ଷରେ ପରିଣତ ହୋଇଥିଲା। ଏହାର ପ୍ରଭାବରେ ସ୍କୁଲ୍‌ କଲେଜ୍‌ ସବୁ ବନ୍ଦ ରଖାଯାଇଛି। ପରିସ୍ଥିତିକୁ ଦେଖି ସାରା ସହରରେ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି।

https://youtu.be/8_4VCRCB7jE

Curfew-imposed-in-kendrapara
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories