• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

କଟକ: କଟକ ଅଞ୍ଚଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ଜଣେ ଅଭିଯୁକ୍ତ ଗିରଫ। ପ୍ରାଥମିକ ତଦନ୍ତ ପରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି କଟକ ଡିସିପି ପ୍ରତୀକ ସିଂହ। ଏହି ମାମଲାରେ ଅନ୍ୟତମ ଅଭିଯୁକ୍ତଙ୍କ ସନ୍ଧାନ ଏବେ ପୋଲିସ୍ କରୁଛି। ଏକ ସ୍ପେଶାଲ ଟିମ ଗଠନ କରି ମାମଲାର ଖୋଳତାଡ଼ ହେଉଥିବା ଡିସିପି ସୂଚନା ଦେଇଛନ୍ତି।

୧୬୧ ଧାରାରେ ଚାଉଳିଆଗଞ୍ଜ ଥାନା ପୋଲିସ ପୀଡିତାର ବୟାନ ରେକର୍ଡ କରିଛି। ପୋଲିସ ସୋମବାର ରାତିରେ ୧୫ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କରି ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରିଥିଲା।

ଅଭିଯୋଗ ଅନୁସାରେ ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଅଞ୍ଚଳର ଜଣେ ନାବାଳିକା ମାସେ ତଳେ ଘରୁ ରାଗି ପଲାଇ ଆସିଥିଲେ। ପରିବାର ଲୋକେ କୌଣସି କାରଣରୁ ଗଣ୍ଡଗୋଳ ଏବଂ ମାରପିଟ୍ କରିବା ପରେ ସେ କଟକ ସ୍ଥିତ ପ୍ରଫେସରପଡ଼ାରେ ରହୁଥିବା ବଡ଼ଭଉଣୀ ଭିଣୋଇଙ୍କ ଘରେ ରହୁଥିଲା।

ସେମାନେ ମଧ୍ୟ ଗାଳିଗୁଳଜ କରି ଘରଛାଡ଼ି ଚାଲିଯିବାକୁ ଧମକ ଦେବାରୁ ସେ ଘରଛାଡ଼ି ଓଏମ୍‌ପି ଛକରେ ବସ୍‌କୁ ଅପେକ୍ଷା କରିଥିଲା।

ଏହି ସମୟରେ ସନ୍ତୋଷ ବେହେରା ନାମକ ଜଣେ ଯୁବକ ଏହି ନାବାଳିକାଙ୍କୁ ଆଶ୍ରୟ ଦେବାର ବାହାନା କରି ରାକା ନାମକ ଆଉ ଜଣେ ଯୁବକଙ୍କ ଚିକେନ୍ ଫାର୍ମକୁ ନେଇଥିଲା। ସେଠାରେ ଉଭୟେ ମିଶି ୨୨ ଦିନ ଧରି ଧମକ ଚମକ ଦେବା ସହ ଦୁଷ୍କର୍ମ କରିଥିଲେ।

Cuttack-minor-rape-case-chauliaganj-police-record-statement-of-the-victim
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories