ଆରମ୍ଭ ହେବ ‘ସାଇକେଲ୍ସ ଫର୍ ଚେଞ୍ଜ’ କ୍ୟାମ୍ପେନ୍

ଭୁବନେଶ୍ୱର: ସାଇକେଲ ଚାଳନାକୁ ପ୍ରୋତ୍ସାହିତ କରିବାକୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସାଇକେଲ୍‌ଗିରି ଅଭିଯାନ। ଆସନ୍ତାକାଲି ସକାଳ ସାଢ଼େ ୬ଟାରେ ଶିଶୁଭବନ ଛକ ନିକଟ ଏକାମ୍ର ପ୍ଲାଜା ଜନପଥରୁ ୧୨ କିଲୋମିଟର ଦୂର ଧଉଳି ଯାଏଁ, ଏକ ସାଇକେଲ ରାଲି ଆୟୋଜିତ ହେବ ।

ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍ ଓ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ‘ସାଇକେଲ୍ସ ଫର୍ ଚେଞ୍ଜ’ କ୍ୟାମ୍ପେନ୍ ଆୟୋଜିତ ହେବ।  ଭୁବନେଶ୍ୱର ସମେତ ଦେଶର ୯୫ଟି ସହର ଇଣ୍ଡିଆ ସାଇକେଲ୍ ଫର୍ ଚେଞ୍ଜ ଚ୍ୟାଲେଞ୍ଜରେ ପଞ୍ଜିକୃତ ହୋଇ, ସୁରକ୍ଷିତ ଓ ସାଇକେଲ୍ ଫ୍ରେଣ୍ଡ୍ଲି ସହର ସୃଷ୍ଟି ପାଇଁ ଚେଷ୍ଟା କରୁଥିବା ବିଏମ୍ସି କମିଶନର କହିଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like