• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ପୁରୀ: ବଙ୍ଗୋପସାଗରରେ କେନ୍ଦ୍ରୀଭୁତ ହୋଇଥିବା ସାମୁଦ୍ରିକ ଝଡ଼ ଅମ୍ଫନ ପ୍ରଭାବରେ ପୁରୀରେ ୧୨୦ରୁ ୧୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ତା ସହିତ ପୁରୀ ଉପକୂଳ ନିକଟ ଦେଇ ବାତ୍ୟା ଗତି କରିବା ବେଳେ ଏହା ପ୍ରଭାବରେ ୧୮ ଓ ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ପୁରୀ ଜିଲ୍ଲାର ସମସ୍ତ ଥାନା ଅଧିକାରୀଙ୍କୁ ସତର୍କ ରହିବାକୁ ପୋଲିସ ମୁଖ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଥାନାଗୁଡ଼ିକ ନିଜ ନିଜ ସ୍ତରରେ ପ୍ରସ୍ତୁତ ରହିବା ସହ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବାକୁ କୁହାଯାଇଛି। ସେହିଭଳି ବାତ୍ୟା ପରେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଲାଗି ସମସ୍ତ ପ୍ରକାର ସଂରଞ୍ଜାମ ପ୍ରସ୍ତୁତ ରଖିବାକୁ ମଧ୍ୟ ରିଜର୍ଭ ଇନସ୍ପେକ୍ଟର ପୁରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Cyclone-amphan-alert-for-puri
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories