ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡ଼ିଲା ୧୪ ହାତିଆ ବାନା

ପୁରୀ(ମଧୁସୂଦନ ମିଶ୍ର): ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡ଼ିଲା ୧୪ ହାତିଆ ବାନା। ବାତ୍ୟା ‘ଫୋନି’କୁ ଦେଖି  ଗତ ୧ ତାରିଖରେ  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାନା ବଦଳାଯାଇ ୫ ହାତିଆ ବାନା ଲଗାଯାଇଥିଲା।

ହେଲେ ଆଜି ତାକୁ ଖୋଲା ଯାଇ ଚୁନରା ସେବାୟତ ପୁଣି ୧୪ ହାତିଆ ବାନା ବାନ୍ଧିଛନ୍ତି।

You might also like