ବାତ୍ୟା ଫୋନିକୁ ପୂରିଲା ବର୍ଷେ

ଭୁବନେଶ୍ୱର: ପ୍ରଳୟଙ୍କରୀ ବାତ୍ୟା ଫୋନିକୁ ପୂରିଛି ଗୋଟିଏ ବର୍ଷ। ବାତ୍ୟାରେ ଶହେରୁ ଅଧିକ ଲୋକଙ୍କ ପ୍ରାଣହାନୀ ଘଟିଥିବା ବେଳେ ସର୍ବାଧିକ ପୁରୀ ଜିଲ୍ଲାରେ ତାଣ୍ଡବଲୀଳା ରଚିଥିଲା ଫୋନି ବାତ୍ୟା।

ପୁରୀ, ଖୋର୍ଦ୍ଧା, ଭୁବନେଶ୍ୱର, ଗଂଜାମ, ବାଲେଶ୍ୱର, ମୟୂରଭଂଜ, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି ସବୁଠାରେ ପଡ଼ିଥିଲା ହାହାକାର।

କିଏ ଜୀବନ ବଂଚାଇବାକୁ ଦୋକାନ ତଳେ ଆଶ୍ରୟ ନେଇ ଜୀବନ ହାରିଥିଲା ତ ଆଉ କିଏ ଡଙ୍ଗା ଉଦ୍ଧାର କରିବାକୁ ଯାଇ ଚିଲିକାକୁ ବୁଡ଼ି ମୃତ୍ୟୁ ମୁଖରେ ପଡ଼ିଥିଲା।

ବାତ୍ୟା ଫୋନି ଛାରଖାର କରି ଦେଇଥିଲା ଧନଜୀବନ। ତେବେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଦେଖିବାକୁ ମିଳିଥିଲା ଫୋନିର ତାଣ୍ଡବ। ନିମିଷକ ମଧ୍ୟରେ ଛାରଖାର କରିଦେଇଥିଲା ରାଜଧାନୀକୁ।

ଏହି ପ୍ରଳୟଙ୍କାରୀ ଘୂର୍ଣ୍ଣି ଝଡ଼ରେ ଘରଦ୍ୱାର ବାଙ୍ଗିଯିବା ସହି ମୋବାଇଲ୍ ସେବା, ବିଦ୍ୟୁତ୍‌ ସେବା ଅଦି କ୍ଷତି ହୋଇଥିଲା।

ଆହୁରି ପଢ଼ନ୍ତୁ

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

You might also like