ରାଜଧାନୀରେ ‘ଫୋନି’ ନେଲା ୫ ଜୀବନ

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ ତାଣ୍ଡବରେ ରାଜଧାନୀ ଭୁବନେଶ୍ୱରରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକମାନେ ହେଲେ ଭୁବନେଶ୍ୱର ଶିରିପୁର ଅଞ୍ଚଳର ବିଭୂତି ପ୍ରଧାନ, ନନ୍ଦନ କାନନ ଅଞ୍ଚଳର ବସନ୍ତ ରାଉତ , ଚନ୍ଦ୍ରଶେଖରପୁର ତାରିଣୀ ବସ୍ତିର ପ୍ରତାପ ପରିଡ଼ା।

ତେବେ ସହିଦ ନଗର କାଳୀ ମନ୍ଦିର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଜଟଣୀ ଅଞ୍ଚଳରେ ମଧ୍ୟ ଜଣଙ୍କର ମୃତ୍ୟୁ ଘଟିଛି। ହେଲେ ଏମାନଙ୍କର ପରିଚୟ ମିଳିପାରି ନାହିଁ।

ଏହି ୫ ମୃତକଙ୍କ ମଧ୍ୟରୁ ଗଛ ପଡ଼ି ୩ ଜଣଙ୍କର ଓ ଆଜ୍‌ବେଷ୍ଟସ୍‌ ପଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।  ଏହାକୁ ମିଶାଇ ‘ଫୋନି’ ତାଣ୍ଡବରେ ରାଜ୍ୟରେ ମୃତ୍ୟୁ ସଂଖା ୨୯କୁ ବୃଦ୍ଧି ହୋଇଛି।  ଆଗରୁ ୨୪ ଜଣଙ୍କ ମୃତ୍ୟୁ ହୋଇଥିଲା।

ଆହୁରି ପଢ଼ନ୍ତୁ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

You might also like