‘ଫୋନି’ ତାଣ୍ଡବ: ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି

ଭୁବନେଶ୍ୱର: ସରକାରୀ ଭାବେ ରାଜ୍ୟରେ ବାତ୍ୟା ‘ଫୋନି’ ଜନିତ ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ପୁରୀରେ ସର୍ବାଧିକ ୨୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରେ ୫ ଜଣ, କେନ୍ଦ୍ରାପଡ଼ାରେ ୩ଜଣ, ମୟୂରଭଞ୍ଜରେ ୪ଜଣ, ଯାଜପୁରରେ ୪ ଜଣଙ୍କ ମୃତ୍ୟୁ ଘଟିଛି।

ବାତ୍ୟାରେ ମୋଟ୍ ୧୪ଟି ଜିଲ୍ଲାର ୧୫୫ ବ୍ଲକ୍‌ ଓ ୫୧ଟି ପୌରାଞ୍ଚଳ ପ୍ରଭାବିତ ହୋଇଥିବା ବେଳେ ମୋଟ୍ ୧ କୋଟି ୪୮ ଲକ୍ଷ ଲୋକ ପ୍ରଳୟଙ୍କରୀ ସାମୁଦ୍ରିକ ଝଡ଼ରେ ପ୍ରଭାବିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like