ପୁଣି ମତୁଆଲା ହେବ ରାଜଧାନୀ

ଭୁବନେଶ୍ୱର: ସଞ୍ଜ ନଇଁବା କ୍ଷଣି ରାଜଧାନୀର ରାତି ହେବ ରଙ୍ଗୀନ୍‌। ସୁରା ସହିତ ଯୁବତୀଙ୍କ ନୃତ୍ୟରେ ମତୁଆଲା ହେବେ ଗ୍ରାହକ। ପୁଣି ଖୋଲିବ ଡ୍ୟାନ୍ସବାର୍। ଏନେଇ ୭ଟି ଡ୍ୟାନ୍ସ ବାର୍‌କୁ ଅନୁମତି ଦେଲେ ଅବକାରୀ କମିଶନର।

ଅବକାରୀ ଆଇନ୍ ୪୪(୫)ର ଗାଇଡ୍ ଲାଇନ୍ ମାନି ଏହି ଡ୍ୟାନ୍ସବାର୍‌ ଖୋଲାଯିବ। ତେବେ ଏଥିରେ କଟକଣା ରଖାଯାଇଛି। ମୁଖ୍ୟତଃ ଉଦ୍ଦୀପନା ସୃଷ୍ଟିକାରୀ ଡ୍ରେସ୍ ଓ ଅର୍ଦ୍ଧନଗ୍ନ ଶରୀରକୁ ବାରଣ କରାଯାଇଛି।

ସେହିପରି ବାର୍ ଡ୍ୟାନ୍ସ ବେଳେ ଟଙ୍କା ଉଡ଼ାଇ ପାରିବେନି ଗ୍ରାହକ। ୨୧ ବର୍ଷରୁ କମ୍ ବୟସର ଯୁବତୀଙ୍କୁ ନିୟୋଜିତ କରାଯିବନି। ଡ୍ୟାନ୍ସ ବାରରେ ନିୟୋଜିତ ଯୁବତୀଙ୍କ ପରିଚୟ ପତ୍ର ରହିବ। ଆଇନ ଉଲ୍ଲଂଘନ ନେଇ କିଛି ଦିନ ତଳୁ ବାର୍ ଡ୍ୟାନ୍ସ ବନ୍ଦ ରହିଥିଲା।

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like