କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ନଳାଙ୍ଗ ନିକଟ କେନାଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ନାଁ ପ୍ରଶାନ୍ତ ସ୍ୱାଇଁ। ତାଙ୍କ ଘର ବେତଡା ପଞ୍ଚାୟତ ବିରିପଡା ଗାଁରେ।

ପ୍ରଶାନ୍ତ ସ୍କୁଟିରେ ବିରିପଡ଼ ଗାଁକୁ ଯାଉଥିବା ବେଳେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ଆଜି ସକାଳେ କେନାଲରୁ ପ୍ରଶାନ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଛି 

ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ଭଦ୍ରକ ଗ୍ରାମାଞ୍ଚଳ ପୁଲିସ୍ ଘଟଣାର ତଦନ୍ତ କରୁଛି

ଆହୁରି ପଢ଼ନ୍ତୁ

You might also like