ଏକ ଛୁଅା ଦନ୍ତାହାତୀର ମୃତଦେହ ଠାବ

ଅନୁଗୁଳ : ଅନୁଗୁଳ ଖମାର ରେଞ୍ଜ ଶଙ୍ଖମୁର ଗାଁ ଜଙ୍ଗଲରୁ ଏକ ଛୁଅା ଦନ୍ତାହାତୀର ମୃତଦେହ ଠାବ ହୋଇଛି। ହାତୀର ବୟସ ଏକ ମାସ ହେବ ବୋଲି ଅନୁମାନ କରାଯାଉଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଅାରମ୍ଭ କରିଛି।

ହାତୀର ମୃତ୍ୟୁ ଦୁଇ ଦିନ ପୂର୍ବରୁ ହୋଇଥିବା ଜଣାପଡିଛି। ମୃତ ହାତୀର ଶବ ବ୍ୟବଚ୍ଛେଦ ରିପୋର୍ଟ ପରେ ପ୍ରକୃତ କାରଣ ସ୍ପଷ୍ଟ ହେବ।

 

You might also like