• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଭୁବନେଶ୍ୱରରେ ନାବାଳିକାଙ୍କ ମୃତଦେହ ମିଳିବା ପରେ ଏନେଇ ସନ୍ଦେହ ପ୍ରକଟ କରିଛନ୍ତି ପରିବାରଲୋକେ।  ଝିଅକୁ ହତ୍ୟା କରାଯାଇଥିବା କହିଛନ୍ତି ମୃତକଙ୍କ ବାପା। ସେହିଭଳି ଭଉଣୀ ମଧ୍ୟ ଏନେଇ ସନ୍ଦେହ ପ୍ରକାଶ କରିବା ସହ ହତ୍ୟାକାରୀଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି। ଏନେଇ ମୃତ ନାବାଲିକାଙ୍କ ଭଉଣୀ କହିଛନ୍ତି ଯେ ସେ ମୋର ଭଉଣୀ ନୁହେଁ, ସେ ମୋ ଜୀବନ ଥିଲା। ତାକୁ କିଏ ମାରିଦେଇଛି।

ଖଣ୍ଡଗିରି ଥାନା ଅଧୀନ ଡୁମୁଡୁମା ଫେଜ୍-ଟୁରେ ଜଣେ ନାବାଳିକାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତଦେହ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ପ୍ରେମ ସମ୍ପର୍କକୁ ନେଇ ପରିବାର ଲୋକ ହତ୍ୟା କରିଥିବା ପୋଲିସ ଅନୁମାନ କରୁଛି।

ମୃତଦେହ ମିଳିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଭୁବନଶ୍ୱର ଡିସିପି। ଏହା ଅନର କିଲିଂ ନୁହେଁ ବୋଲି କହିଛନ୍ତି ଡିସିପି ଉମାଶଙ୍କର ଦାଶ। ପାରିପାର୍ଶ୍ୱିକ ସ୍ଥିତି ଓ ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ବୋଲି ଜଣାପଡୁଛି। ପୋଷ୍ଟମର୍ଟମ ରିପୋର୍ଟ ଆସିଲେ ହତ୍ୟାର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି ଡିସିପି।

 

Death-of-girl-in-bhubaneswar-deceaseds-sister-seeks-justice
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories