ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଯାଜପୁର: ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଯାଜପୁର ଜିଲ୍ଲା ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖା ଦେଇଛି।

ଡାକ୍ତରଙ୍କ ଚିକିତ୍ସାରେ ଅବହେଳା କରିଥିବା ଅଭିଯୋଗ ଆଣି ଉତ୍ତ୍ୟକ୍ତ ଲୋକେ ମେଡିକାଲ୍‌ରେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି।

ତେବେ ଖବର ପାଇ ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଛି।

You might also like