କୁଆଖାଇ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର କୁଆଖାଇ ନଦୀରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଆଜି ସକାଳେ ଉଦ୍ଧାର କରାଯାଇଛି।

ବାଲିଅନ୍ତା ଥାନା ବାଙ୍କୁଆଳ ବ୍ରିଜ୍‌ ତଳେ ଏହି ମୃତ ଦେହ ପଡ଼ିଥିଲା। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତଦେହ ନିକଟରୁ ଏକ ମୋବାଇଲ୍‌ ଫୋନ୍‌ ମିଳିଥିବା ଜଣାପଡ଼ିଛି।

ମୃତଦେହ କେଉଁଠୁ ଆସିଲା, ତାହା ଜଣାପଡ଼ି ନାହିଁ କି ମୃତ୍ୟୁ କାରଣ ବି ଜଣାପଡ଼ିନି। ପାଣି ଭିତରେ ରହି ମୃତଦେହ ଫୁଲି ଯାଇଥିବାରୁ କିଛି ଦିନ ତଳେ ଯୁବକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। 

ଆହୁରି ପଢ଼ନ୍ତୁ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

You might also like