ଓଡିଶା ଆସିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲ

ଭୁବନେଶ୍ୱର : ଓଡିଶା ଆସିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲ। ଆସନ୍ତା ୩୧ରେ ଭୁବନେଶ୍ୱରର ଲୋୟର ପିଏମ୍‌ଜିରେ ସାମାଜିକ ନ୍ୟାୟ ଅଭିଯାନ ପକ୍ଷରୁ ଅନୁଷ୍ଠିତ ଏକ ସମାବେଶରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

କେଜରିଓ୍ୱାଲଙ୍କ ସହ ଅନ୍ୟ ଜାତୀୟ ଦଳର କିଛି ନେତା ଏହି ସମାବେଶରେ ଯୋଗ ଦେବେ। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସାମାଜିକ ନ୍ୟାୟ ଅଭିଯାନର ଆବାହାକ ଦେବୀ ପ୍ରସାଦ ପୃଷ୍ଟି।

You might also like