ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର: କୋଲ୍ ସ୍କାମ୍‌ରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମଙ୍ଗଳବାର ମାମଲାର ବିଚାର କରି ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। 

ପ୍ରଥମ ମନ୍ତ୍ରୀ ଭାବେ ଦିଲୀପ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀ ସ୍ପେଶାଲ କୋର୍ଟ ଜଜ ପରାଶର।  ଅକ୍ଟୋବର ୧୪ରେ ଦଣ୍ଡ ଘୋଷଣା କରାଯିବ।  ଏନେଇ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। 

ସୂଚନାଥାଉ କି, ୧୯୯୯ରେ ଝାଡଖଣ୍ଡ କୋଲ ବ୍ଲକର ଆବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଦିଲ୍ଲୀପ ରାୟଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ସେ ସମୟରେ ଅଟଳ ବିହାରୀ ବାଜପାୟୀ ସରକାରରେ ରାଷ୍ଟ୍ରମନ୍ତ୍ରୀ (coal) ଥିଲେ।

ଏହା ବ୍ୟତୀତ ମିନିଷ୍ଟ୍ରି ଅଫ କୋଲର ତତ୍କାଳୀନ ଅନ୍ୟ ଦୁଇ ଜଣ ବରିଷ୍ଠ ଅଫିସରଙ୍କୁ  ମଧ୍ୟ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ପ୍ରଦୀପ କୁମାର ବାନାର୍ଜୀ ଏବଂ ନିତ୍ୟାନନ୍ଦ ଗୌତମ

 

 

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like