ଆଉ ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ
ଗଜପତି : ଗଜପତି ଜିଲ୍ଲାରେ ଅାଉ ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ। ମୃତକ ହେଲେ କାଶୀନଗର ବ୍ଲକ୍ ସିଗିପୁର ଗ୍ରାମର ଲକ୍ଷ୍ମୀ ନାରାୟଣ ଚିନ୍ତାରା। ବ୍ରହ୍ମପୁର ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।
ଆହୁରି ପଢ଼ନ୍ତୁ
ଡେଙ୍ଗୁ ଜ୍ୱରରେ ଅାକ୍ରାନ୍ତ ହୋଇ ୫ ଦିନ ହେବ ସେ ବ୍ରହ୍ମପୁର ଏମ୍କେସିଜି ମେଡ଼ିକାଲରେ ଚିକିତ୍ସିତ ହେଉଥିଲେ।