ଗିରଫ ହେଲେ କୋଟିପତି ଡିଏଫ୍ଓ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଚିଲିକା ଡିଏଫ୍ଓ ଆଲୋକ ରଞ୍ଜନ ହୋତା । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ଆଲୋକ ରଞ୍ଜନ ହୋତା।

ଗତ କାଲି ୫ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ। ତାଙ୍କର ଭୁବନେଶ୍ୱର ଘର ସମେତ ୫ଟି ସ୍ଥାନରେ ରେଡ୍ ହୋଇଥିଲା। ରେଡ ସମୟରେ ଡିଏଫଓଙ୍କ ଘରୁ ପ୍ରାୟ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସଂପତ୍ତି ଠାବ କରାଯାଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

You might also like