ବୀମା ଟଙ୍କା ନ ମିଳିବାରୁ ରାଜରାସ୍ତାରେ ଚାଷୀ

ଭବାନୀପାଟଣା: ବୀମା ଟଙ୍କା ନ ମିଳିବାରୁ ରାଜରାସ୍ତାରେ ବସିଛନ୍ତି ଚାଷୀ । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ମୁଖ୍ୟ ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ସମସ୍ତ ଚାଷୀ। ରାସ୍ତାରୋକ ଯୋଗୁଁ ଧର୍ମଗଡ଼-ଖରିଆର ମଧ୍ୟରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଗୋଲାମୁଣ୍ଡା ବ୍ଲକର ଶହ ଶହ ଚାଷୀ ଗତବର୍ଷ ଶସ୍ୟ ବୀମା କରିଥିଲେ। ସରକାର କ୍ଷୟକ୍ଷତି ରିପୋର୍ଟ ଦେବା ପରେ ବି ସେମାନଙ୍କୁ ସଂପୃକ୍ତ ବୀମା କମ୍ପାନୀ ଟଙ୍କା ଦେଉ ନ ଥିବା ଅଭିଯୋଗ ହୋଇଛି । ତେଣୁ ଏହାର ପ୍ରତିବାଦରେ ଗୋଲାମୁଣ୍ଡା କିଷାନ ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି ।

 

ଆହୁରି ପଢ଼ନ୍ତୁ

‘ଚାଇନା କମ୍ପାନୀ ଦ୍ୱାରା ଭାରତକୁ ଫାଇଦା’

ସମୁଦ୍ର କୂଳରେ ଏମିତି ଲୁକ୍‌ରେ ମନ୍ଦିରା, ଭାଇରାଲ ହେଲା ଫଟୋ

ଭାରତର ଲଗାତାର ୫ମ ବିଜୟ, ୱେଷ୍ଟଇଣ୍ଡିଜ୍ ଧରାଶାୟୀ

‘ଫୋନି’ ଖୋଲିଦେଲା ଜାଲ୍‌ ରାସନକାର୍ଡ ଗୁମର: ଚାଉଳ ନେଲେ ଟଙ୍କା ପାଇଁ ଆସିଲେନି

ପୋଲାଭରମ୍‌ ପ୍ରକଳ୍ପ ଆଗେଇନେବା ପାଇଁ ଆନ୍ଧ୍ରକୁ ଅନୁମତି

ଦାୟିତ୍ୱହୀନତା: ଉଦ୍ଧାର ହେଲେ ୨ ଶିଶୁପୁତ୍ର, ଜଣେ କାର୍ ଭିତରୁ, ଜଣେ ବନ୍ଦ ଘରୁ

ତିନି ରାଜ୍ୟସଭା ପ୍ରାର୍ଥୀ କୋଟିପତି, ଅମରଙ୍କ ନାଁରେ ରହିଛି ଏମିତି ଅଭିଯୋଗ

ମୋଟ୍ ବ୍ୟୟ ପରିମାଣ ୧ ଲକ୍ଷ ୩୯ ହଜାର କୋଟି  ଛୁଇଁବା ସମ୍ଭାବନା

ରାଜଧାନୀରୁ କାର ଲୁଟ୍ ଘଟଣାର ପର୍ଦ୍ଦାଫାସ

୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇଲା ସ୍ୱାସ୍ଥ୍ୟ ବିଭାଗ

ପାଠ୍ୟ ପୁସ୍ତକରେ ଏଣିକି ରହିବ କ୍ୟୁଆର କୋର୍ଡ

ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା, ୫ ଦୋଷୀଙ୍କୁ ଆଜୀବନ ଜେଲ୍‌

You might also like