ଦକ୍ଷତା ବିକାଶ ପ୍ରତିଷ୍ଠାନର ମୁଖ୍ୟ କ୍ୟାମ୍ପସ୍‌ ଉଦ୍‌ଘାଟିତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଥିବା ଦକ୍ଷତା ବିକାଶ ପ୍ରତିଷ୍ଠାନର ମୁଖ୍ୟ କ୍ୟାମ୍ପସ୍‌ ଉଦ୍‌ଘାଟିତ ହୋଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କ୍ୟାମ୍ପସ୍‌କୁ ଗତକାଲି ଉଦ୍‌ଘାଟନ କରିଛନ୍ତି। ଜଟଣୀର ତରାବୋଇଠାରେ ୪୭ ଏକର ପରିମିତ ସ୍ଥାନରେ ଏହି କ୍ୟାମ୍ପସ୍‌ ପ୍ରତିଷ୍ଠା ହୋଇଛି।

ଆସନ୍ତା ୧୦ ବର୍ଷ ମଧ୍ୟରେ ୫୦ ହଜାରରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ସେଠାରେ ତାଲିମ୍‌ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ଗତ ୨୦୧୮ ମାର୍ଚ୍ଚ ୧୮ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହାର ଭୂମି ପୂଜନ କରିଥିଲେ।

 

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like