ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଧଉଳି ଶାନ୍ତି ସ୍ତୁପ

ଭୁବନେଶ୍ୱର: କରୋନା କାରଣରୁ ପର୍ଯ୍ୟଟନ ଶିଳ୍ପ ଅଧିକ ପ୍ରଭାବିତ ହୋଇଛି। କରୋନା ପର ଠାରୁ ଏହି ଦର୍ଶନୀୟ ସ୍ଥାନ ଗୁଡ଼ିକ ବନ୍ଦ ହୋଇଯାଇଛି। ଯାହା ଫଳରେ ଏହାର ଆଖ ପାଖରେ ବ୍ୟବସାୟ କରି ପରିବାର ଚଳାଉଥିବା ବ୍ୟବସାୟୀଙ୍କର ଅଧିକ କ୍ଷତି ହୋଇଛି।

ତେବେ କରୋନା କଟକଣା ଭିତରେ ପର୍ଯ୍ୟଟକଙ୍କ ପାଇଁ ଧଉଳି ଶାନ୍ତି ସ୍ତୁପକୁ ଖୋଲିଛି ପର୍ଯ୍ୟଟନ ବିଭାଗ। ଦୀର୍ଘ ୭ ମାସ ପରେ ଏହି ପର୍ଯ୍ୟଟନ ସ୍ଥଳୀକୁ ଖୋଲା ଯାଇଛି।

ବେପାର ଆଶାରେ ବ୍ୟବସାୟୀ ମାନେ ନିଜ ନିଜ ଦୋକାନ ଖୋଲିଛନ୍ତି। ତେବେ କେବଳ ଆଖପାଖ ଅଂଚଳର ପର୍ଯ୍ୟଟକମାନେ ଏଠାକୁ ବୁଲିବାକୁ ଆସୁଥିବା ଦେଖିବାକୁ ମିଳିଛି। ଆଗାମୀ ଦିନରେ ବାହାରୁ ପର୍ଯ୍ୟଟକ ଆସିଲେ ବେପାର ଭଲ ହେବ ବୋଲି ଆଶା ରଖିଛନ୍ତି ସ୍ଥାନୀୟ ବ୍ୟବସାୟୀ।

ଆହୁରି ପଢ଼ନ୍ତୁ

ପରୀ ପ୍ରସଙ୍ଗରେ ଗୃହରେ କାହିଁକି ଚୁପ୍ ରହିଲା କଂଗ୍ରେସ ? କାରଣ କହିଲେ ସାଲୁଜା

କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ରାଜ୍ୟରେ ୫୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

ବିଜେଡିକୁ ଜନବିରୋଧୀର ସଂଜ୍ଞା ପଚାରିଲେ ପ୍ରଦୀପଙ୍କ ପତ୍ନୀ

You might also like