ଢେଙ୍କାନାଳର ନାବାଳିକାଙ୍କୁ ବାହାର ରାଜ୍ୟରେ ବିକ୍ରି ଘଟଣା; ପୁଲିସର ତଦନ୍ତ ଆରମ୍ଭ

ଢେଙ୍କାନାଳ :  ଢେଙ୍କାନାଳର ଜଣେ ନାବାଳିକାକୁ ରାଜ୍ୟ ବାହାରେ ବିକ୍ରି ମାମଲାର ତନଘନା ଆରମ୍ଭ କରିଛି ପୁଲିସ। ଏନେଇ ଶିଶୁ ମଙ୍ଗଳ କମିଟିର ଏତଲା ଆଧାରରେ ପୁଲିସ ଗନ୍ଦିଆ ଥାନାରେ ମାମଲା ରୁଜ୍ଜୁ କରିଛି।

ଘଟଣାର ତଦନ୍ତ କରାଯିବା ସହ  ନାବାଳିକାକୁ ଉଦ୍ଧାର କରିବାକୁ ପୁଲିସର ଏକ ଟିମ୍ ଗୋଆ ଯିବ ବୋଲି ଢେଙ୍କାନାଳ ଏସଡିପିଓ ସୂଚନା ଦେଇଛନ୍ତି। ଅନ୍ୟ ପକ୍ଷରେ ଜିଲ୍ଲା ଆଇନ୍‌ ସେବା ପ୍ରାଧିକରଣ ସଚିବଙ୍କ ନିର୍ଦ୍ଦେଶରେ ଏକ ଟିମ୍‌ ନାବାଳିକାଙ୍କ ଘର ଦାମଦରନାଳୀ ଗାଁରେ ମଧ୍ୟ ତଦନ୍ତ କରିଛନ୍ତି।

ନାବାଳିକାଙ୍କୁ ବର୍ଷେ ତଳେ ବାହାର ରାଜ୍ୟରେ ୫୦ ହଜାର ଟଙ୍କାରେ ବିକ୍ରି କରାଯାଇଥିବା ଜିଲ୍ଲା ଶିଶୁ ମଙ୍ଗଳ କମିଟି ପକ୍ଷରୁ ସୂଚନା ଦିଆଯାଇଥିଲା। ସେପଟେ ଏହି ଘଟଣାରେ ପୂର୍ବତନ ବିଧାୟକ ନବୀନ ନନ୍ଦ କହିଛନ୍ତି। ଢେଙ୍କାନାଳରେ ବାରମ୍ବାର ଏଭଳି ଘଟୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଉନାହିଁ।

 

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like