• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sarbeswar

ମାଲକାନଗିରି : ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୋଲିସ ଡିଜି ଅଭୟ ।  ଗତକାଲି ସ୍ୱାଭିମାନ ଅଞ୍ଚଳରେ ସୁରକ୍ଷାବଳକୁ ମାଓ ଦମନରେ ମିଳିଥିବା ସଫଳତା ପରେ ଆଜି  ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ପହଞ୍ଚିଛନ୍ତି । ଡିଜି BSF କ୍ୟାମ୍ପରେ ପହଂଚି ନକ୍ସଲ ବିରୋଧୀ ଅଭିଯାନରେ ସାମିଲ ଥିବା ଯବାନମାନଙ୍କୁ ସମ୍ବୋଧିତ କରିବା ସହ ଯବାନଙ୍କ ସହିତ ଆଲୋଚନା କରିଥିଲେ ।

ଅଭୟ ସଫଳତାର ଶ୍ରେୟ ଯବାନମାନଙ୍କୁ ଦେଇଥିଲେ । ଏଥି ସହିତ ଆଗାମୀ ଦିନରେ କିପରି ମାଓ ଦମନ ଅଭିଯାନକୁ ଆହୁରି ଜୋରଦାର କରାଯିବ ସେନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିବା କହିଛନ୍ତି । ଗତକାଲି ସ୍ୱାଭିମାନ ଅଂଚଳର ଯୋଡ଼ାମ୍ଭ ଥାନା ଅନ୍ତର୍ଗତ ଗାଜୁଲମାମୁଡ଼ି ପଂଚାୟତର ସୁନାରାମ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହଁମୁହି ହୋଇଥିଲେ । ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟରେ ଜଣେ ପୁରୁଷ ଓ ଅନ୍ୟଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା ।

Director-general-of-police-on-a-visit-to-swabiman
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories