‘ପୁରୀ ଆସନି, ଘରେ ରହି କାର୍ତ୍ତିକ ବ୍ରତ କର’

ପୁରୀ:  ପୁରୀ ନଆସିବାକୁ ହବିଷ୍ୟାଳୀଙ୍କୁ ଅନୁରୋଧ। କରୋନା ମହାମାରୀ ଦୃଷ୍ଟିରୁ ପୁରୀ ନଆସିବାକୁ ଅନୁରୋଧ କଲା କଲା ପୁରୀ ପ୍ରଶାସନ। ଏବର୍ଷ ପୁରୀରେ ହବିଷ୍ୟାଳୀ ଶିବିର ନକରିବାକୁ ପ୍ରଶାସନର ନିଷ୍ପତ୍ତି ନେଇଛି।

କରୋନା ପାଇଁ ଏବର୍ଷ ପୁରୀରେ ହବିଷ୍ୟାଳୀ ଶିବିର କରାଯିବ ନାହିଁ। ପୁରୀକୁ କୌଣସି ହବିଷ୍ୟାଳୀ ନଆସିବାକୁ ଅନୁରୋଧ କରାଯିବା ସହ ପୁରୀ ନଆସି ନିଜ ନିଜ ଘରେ ରହି କାର୍ତ୍ତିକ ବ୍ରତ କରିବାକୁ ଅନୁରୋଧ କରାଯାଇଛି। ପ୍ରଶାସନ ନିଷ୍ପତ୍ତି ନେଇ ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ସୂଚନା ଦେଇଛି।

ଅପରପଟେ କାର୍ତ୍ତିକ ମାସରେ ସମସ୍ତ ଭକ୍ତ ମହାପ୍ରସାଦ ପାଇପାରିବେ, ଏନେଇ ଜିଲ୍ଲା ପ୍ରଶାସନ ତତ୍ତ୍ୱାବଧାନରେ ବୈଠକ ଆରମ୍ଭ ହୋଇଛି।

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like