ବର୍ଷା ଯୋଗୁ ସ୍ଥିତି ବେହାଲ୍‌; ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି

ଗଜପତି: ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଅବିଶ୍ରାନ୍ତ ବର୍ଷା ଲାଗି ରହିଛି। କେଉଁଠି ମୂଷଳଧାରା ତ କେଉଁଠି ତୁହାକୁ ତୁହା ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଆଜି ଗଜପତି ଜିଲ୍ଲା ପ୍ରଶାସନ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି।

ସେହିପରି ପୁରୀ ଜିଲ୍ଲାରେ ବି ଆଜି ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।

ସୂଚନାଯୋଗ୍ୟ, ଲଗାଣ ବର୍ଷା ଯୋଗୁ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ମଧ୍ୟ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କରିଥିଲେ। କିନ୍ତୁ ସ୍କୁଲରେ ଶିକ୍ଷକମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

You might also like