କରୋନା ଚିକିତ୍ସା ଓ ମୃତ୍ୟୁର ସମୀକ୍ଷା କରିବ ଜିଲ୍ଲା ସ୍ତରୀୟ କମିଟି

ଭୁବନେଶ୍ୱର: କରୋନା ଚିକିତ୍ସା ଓ ମୃତ୍ୟୁର ସମୀକ୍ଷା କରିବ ଜିଲ୍ଲା ସ୍ତରୀୟ କମିଟି। ଏହି କମିଟି ଉଭୟ ଘରୋଇ ଓ ସରକାରୀ ହସ୍ପିଟାଲରେ କୋଭିଡ୍ ଚିକିତ୍ସା କିଭଳି ଚାଲିଛି ତାହାର ଅଡିଟ୍ କରିବ। ଏହାସହ କରୋନା ଆକ୍ରାନ୍ତ/ ସନ୍ଦିଗ୍ଧ ରୋଗୀଙ୍କ ମୃତ୍ୟୁର ମଧ୍ୟ ସମୀକ୍ଷା କରିବ ଏହି କମିଟି। ସମସ୍ତ ଜିଲ୍ଲାରେ ଏହି କମିଟି ଗଠନ ହେବ।

ଜିଲ୍ଲାପାଳ କିମ୍ବା ମ୍ୟୁନିସିପାଲିଟି କମିଶନରଙ୍କ ଦ୍ୱାରା ଅଧିକୃତ ଜଣେ ଅଫିସର୍ ଏହି କମିଟିର ନେତୃତ୍ୱ ନେବେ। ଏଡିଏମ୍‌ଙ୍କ ଠାରୁ ନିମ୍ନ ପଦସ୍ଥ ଅଧିକାରୀ ଏହାର ମୁଖ୍ୟ ରହିପାରିବେ ନାହିଁ।

କମିଟିରେ ସିଡିଏମ୍ଓ, ଆଇସିୟୁ ପ୍ରଶିକ୍ଷଣପ୍ରାପ୍ତ ଡାକ୍ତର ଏବଂ କୋଭିଡ୍ ହସ୍ପିଟାଲର ମେଡିକାଲ ଅଫିସର୍ ଏଥିରେ ସଦସ୍ୟ ରହିବେ। ଏହି କମିଟି କରୋନା ଆକ୍ରାନ୍ତଙ୍କ ସମ୍ପୂର୍ଣ୍ଣ ମେଡିକାଲ୍ ରେକର୍ଡ ଯାଞ୍ଚ କରିବେ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like