ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ, ଆଜିଠୁ ଆରମ୍ଭ ହେଲା ସ୍ଲଟ୍‌ ବୁକିଂ

ଭୁବନେଶ୍ୱର: ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ ପାଇଁ ଆଜିଠାରୁ ପୁଣିଥରେ ସ୍ଲଟ୍‌ ବୁକିଂ ‌ଆରମ୍ଭ ହୋଇଛି। ସକାଳ ୭ଟାରୁ ସ୍ଲଟ୍‌ ବୁକିଂ ଆରମ୍ଭ ହୋଇଛି। ସେହିଭଳି ଲର୍ଣ୍ଣିଂ ଲାଇସେନ୍ସ ପାଇଁ ୨୨ ତାରିଖ ଠାରୁ ସ୍ଲଟ୍‌ ବୁକିଂ ଆରମ୍ଭ ହେବ।

ଯେଉଁମାନେ ଡିଏଲ୍ ପାଇଁ ସ୍ଲଟ୍‌ ବୁକିଂ କରିବେ, ସେମାନଙ୍କ ଟେଷ୍ଟ ଚଳିତ ମାସ ୧୮ ତାରିଖରୁ ଆରମ୍ଭ ହେବ। ତେବେ ଲର୍ଣ୍ଣିଂ ଲାଇସେନ୍ସ ପାଇଁ ସ୍ଲଟ୍‌ ବୁକିଂ କରିଥିବା ବ୍ୟକ୍ତିଙ୍କ ଚଳିତ ମାସ ୨୯ରୁ ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟ ଦେବେ। ଟେଷ୍ଟିଂ ବେଳେ ସାମାଜିକ ଦୂରତ୍ୱ ନିୟମ ପାଳନ ନେଇ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସମସ୍ତ ଆବେଦନକାରୀ ଓ କର୍ମଚାରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ସେହିପରି ଆବେଦନକାରୀଙ୍କୁ ଟେଷ୍ଟ୍‌ ସେଣ୍ଟର ଭିତରକୁ ନିଜ ସାଙ୍ଗସାଥି କିମ୍ବା ସମ୍ପର୍କୀୟଙ୍କୁ ଆଣିବାକୁ ବାରଣ କରାଯାଇଛି। ଏଥିସହ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରୁ କେହି ଆବେଦନକାରୀ ଟେଷ୍ଟ୍ ପାଇଁ ଆସିଲେ ଏ ନେଇ ତୁରନ୍ତ ପୁଲିସ୍‌କୁ ଖବର ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like