ଏଇ ଜିଲ୍ଲାର ମେଧାବୀ ଛାତ୍ରଛାତ୍ରୀଙ୍କୁ ମିଳିବ DMF ଛାତ୍ରବୃତ୍ତି

ଭୁବନେଶ୍ୱର: ରାଜ୍ୟର ପ୍ରଥମ ଜିଲ୍ଲା ଭାବେ କେନ୍ଦୁଝର ଜିଲ୍ଲାରେ DMF ଛାତ୍ରବୃତ୍ତି ପ୍ରଦାନ କରାଯାଇଛି।  ମାଟ୍ରିକ୍‌ରେ  ୬୦%ରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀଙ୍କୁ ଏହି DMF ବୃତ୍ତି ପ୍ରଦାନ କରାଯିବ।

କେନ୍ଦୁଝର ଜିଲ୍ଲାର ୧୩୮୨ ପିଲାଙ୍କୁ ଏହି ବୃତ୍ତି ଦିଆଯାଇଥିବା ଜିଲ୍ଲାପାଳ ସୂଚନା ଦେଇ କହିଛନ୍ତି। ଏହି ଯୋଜନାରେ ଛାତ୍ରଛାତ୍ରୀଙ୍କୁ  ୧୦ରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ DMF ଛାତ୍ରବୃତ୍ତି ଦିଆଯାଇଛି।

ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଏହି ବୃତ୍ତି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

You might also like